ଅପରାଧ ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟାକାଣ୍ଡ ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ (କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବିଗତ କିଛି ବର୍ଷ ପୁର୍ବେ ଘଟିଥିବା ହିଲ୍ ପାଟଣା ଅଞ୍ଚଳର ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟାକାଣ୍ଡର ରାୟ ପ୍ରକାଶ ପାଇଛି।…