ଲଲାଟ ମୋହନ ପଟ୍ଟନାୟକ

ଭୁବନେଶ୍ୱର: ଧର୍ମପଦ ପୁରସ୍କାରପ୍ରାପ୍ତ ପ୍ରବୀଣ ଡିଜାଇନର ତଥା ଚିତ୍ରକର ଲଲାଟ ମୋହନ ପଟ୍ଟନାୟକଙ୍କ ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ହସପିଟାଲରେ ଦେହାନ୍ତ ହୋଇଯାଇଅଛି। ତାଙ୍କ ବିୟୋଗରେ ଓଡ଼ିଆ…