ଆଜିର ଖବର ଲଳିତଗିରିର ଶୁଖୁଆପଡ଼ା ପାହାଡ଼ର ବୌଦ୍ଧକିର୍ତ୍ତୀକୁ ଧ୍ୱଂସ କରିବାକୁ ସରକାରୀ ଚକ୍ରାନ୍ତ-ଡଃ ଜ୍ଞାନେନ୍ଦ୍ର ଭୁବନେଶ୍ୱର : ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧକିର୍ତ୍ତୀସ୍ଥଳ ଲଳିତଗିରିର ଶୁଖୁଆପଡ଼ା ପାହାଡ଼ରେ ସପ୍ତମ ଶତାବ୍ଦୀର ଅନେକ ବୌଦ୍ଧକିର୍ତ୍ତୀ ରହିଛି। କିନ୍ତୁ ରାଜ୍ୟ ସରକାର ଏହି ପାହାଡ଼ରୁ ଖଣ୍ଡେଲାଇଟ…