ମନୋରଂଜନ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ: ‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭୁବନେଶ୍ୱର: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ବର୍ଗରେ ‘ଲହରୀ’ ପୁରସ୍କୃତ ହୋଇଛି। ଗୁଜରାଟର ଏକତା ନଗରଠାରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ…