ଜାତୀୟ ଖବର ଲାଇନଚ୍ୟୁତ ଚେନ୍ନାଇ-ନିୟୁ ଜଲପାଈଗୁଡ଼ି ଏକ୍ସପ୍ରେସର କୋଚ୍ଗୁଡ଼ିକ ପୁନଃସ୍ଥାପନ, ଟ୍ରେନ୍ ଚଳାଚଳ ସ୍ୱାଭାବିକ ଭୁବନେଶ୍ୱର: ଆଜି ସକାଳ ସମୟ ୦୮:୫୧ ଘଟିକା ସମୟରେ ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅନ୍ତର୍ଗତ ଜଖପୁରା ୟାର୍ଡ ସେକ୍ସନ ନିକଟରେ ଟ୍ରେନ୍ ନମ୍ବର…