ଆଜିର ଖବର ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶ କଲା CISCE, ପଢନ୍ତୁ ଲାଇଭ୍ ଅପଡେଟ୍ ନୂଆଦିଲ୍ଲୀ: କାଉନସିଲ୍ ଫର୍ ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏକ୍ଜାମିନେସନ (CISCE) ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ କରିଛି। ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ଅଫିସିଆଲ୍ ସାଇଟରେ…