ଲାଇସେନ୍ସ ବିହୀନ ବନ୍ଧୁକ

ରଣପୁର: ଆଗାମୀ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ସାରା ଜିଲ୍ଲାରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ କଡାକଡି କରାଯାଇଛି।…