ଆଞ୍ଚଳିକ ଲାପଟପ ଚୋରକୁ ଗିରଫ କଲା ବାଣପୁର ପୋଲିସ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରୁ ଜଣେ ଲାପଟପ ଚୋରଙ୍କୁ ଗିରଫ କରିଛି ପୋଲିସ। ସୂଚନା ମୁତାବକ ଗତକାଲି ପୂର୍ବାହ୍ନରେ ଗଞ୍ଜାମ ଜିଲ୍ଲା…