ବିଶେଷ ଖବର “ଭାରତ ଲାଲଫିତାରୁ ଦୂରେଇ ରେଡ୍ କାର୍ପେଟକୁ ଯାଇଛି”: ଜି-୨୦ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଜି-୨୦ ବାଣିଜ୍ୟ ଓ ନିବେଶ ମନ୍ତ୍ରୀ ବୈଠକକୁ ଭିଡିଓ ଲିଙ୍କ୍ ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ସମାବେଶକୁ…