ଆଜିର ଖବର ରେଭେନ୍ସା ବିଶ୍ୱବିଦ୍ୟାଳୟ ଠାରେ ‘ଲିଙ୍ଗଗତ ରୁଢ଼ିବାଦର ମୁକାବିଲା’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ କଟକ: ଅନ୍ତର୍ଜାତୀୟ ମହିଳା ଦିବସ ଅବ୍ୟବହିତ ପୂର୍ବରୁ କଟକର ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ଏବଂ…