ଲୁକଆଉଟ୍ ନୋଟିସ୍

ନୂଆଦିଲ୍ଲୀ: ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବିରୋଧରେ ଲୁକଆଉଟ ନୋଟିସ ଜାରି କରାଯାଇଛି। ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉପ ମୁଖ୍ୟମନ୍ତ୍ରୀ ଆକ୍ରମଣ କରିଛନ୍ତି।…