ଅପରାଧ ବାଲୁଗାଁ: ୪ ଜାତୀୟ ରାଜପଥ ଲୁଟେରା ଗିରଫ, ଲୁଟ ସାମଗ୍ରୀ ଜବତ ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଚାରି ଜଣ ଜାତୀୟ ରାଜପଥ ଲୁଟେରାଙ୍କୁ ଗିରଫ କରିଛି ବାଲୁଗାଁ ପୋଲିସ। ଏହି ଚାରି ଅଭିଯୁକ୍ତ ନିକଟରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ…