ଆଜିର ଖବର ଲୁସାନେ ଡାଇମଣ୍ଡ ଲିଗ ୨୦୨୩ର ବିଜେତା ନୀରଜ ଚୋପ୍ରାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୁସାନେ ଡାଇମଣ୍ଡ ଲିଗ ୨୦୨୩ର ବିଜେତା ନୀରଜ ଚୋପ୍ରାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ, “ଲୁସାନେ ଡାଇମଣ୍ଡ…