ବିଶେଷ ଖବର ୫-ଟି ସଚିବଙ୍କ ଗସ୍ତ ପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକିୟା ତ୍ୱରାନ୍ୱିତ ସୁନ୍ଦରଗଡ଼: ରାଜଗାଙ୍ଗପୁର ଲେବେଲ କ୍ରସିଂ ଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ (ROB Project) ପ୍ରକିୟା ତ୍ୱରାନ୍ୱିତ ହୋଇଛି। ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା…