ଆଜିର ଖବର ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା ବାଣପୁର (ସୀତାରାମ ଅଗ୍ରୱାଲ): ପ୍ରତି ଓଡ଼ିଆଙ୍କ ପ୍ରିୟ ପଖାଳ କେବଳ ଓଡ଼ିଆ ଜାତି ଭିତରେ ସିମୀତ ନାହିଁ। ପ୍ରଚଳିତ ପ୍ରାଚୀନ ପରମ୍ପରାରୁ ଜଣାପଡ଼େ ଓଡ଼ିଆ ଜାତିର ଆରାଧ୍ୟ…