ବିଶେଷ ଖବର ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ର ଶୁଭାରମ୍ଭ, ମାସେ ଧରି ସବୁ ଗାଁରେ ଚାଲିବ କାର୍ଯ୍ୟକ୍ରମ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକ କଳାକାର ମାନଙ୍କ…