ଆଜିର ଖବର ଗରିବ ଓ ଜନଜାତିଙ୍କ ନେତୃତ୍ୱକୁ କଂଗ୍ରେସ ସହ୍ୟ କରିପାରୁନି : ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଅନୁଗୁଳ: ଗରିବ ଓ ଜନଜାତିଙ୍କ ନେତୃତ୍ୱକୁ କଂଗ୍ରେସ ସହ୍ୟ କରିପାରୁନାହିଁ ବୋଲି ବୁଧବାର ଅନୁଗୋଳ ଠାରେ “ଲୋକତନ୍ତ୍ର ବଞ୍ଚାଓ – ଅରାଜକତା ହଟାଓ’ ପଦଯାତ୍ରାରେ ସାମିଲ ହୋଇ…