ଲୋକପ୍ରିୟ ହାସ୍ୟ ଅଭିନେତା

ନୂଆଦିଲ୍ଲୀ: ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ହୃଦଘାତରେ ପୀଡିତ ହୋଇଛନ୍ତି। ସେ ଦିଲ୍ଲୀର ଏକ ହୋଟେଲରେ ଅବସ୍ଥିତ ଜିମରେ ବ୍ୟାୟାମ କରୁଥିବା ବେଳେ ହୃଦଘାତରେ ପୀଡିତ…