ଆଜିର ଖବର ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘର ଲୋକାର୍ପଣ ସମାରୋହ ଭୁବନେଶ୍ୱର: ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘର ଲୋକାର୍ପଣ ସମାରୋହ ତଥା ପ୍ରଥମ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ୟୁନିଟ-୪ସ୍ଥିତ ମା’ ମଙ୍ଗଳା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି।…