ଆଜିର ଖବର ପୁରୀରେ ଲୋକାର୍ପିତ ହେଲା ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଭୁବନେଶ୍ବର/ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀରେ ଏକ କୋଭିଡ ହସ୍ପିଟାଲକୁ ଲୋକାର୍ପଣ କରିଛନ୍ତି। ଭିଡିଓ କଂଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ହସ୍ପିଟାଲକୁ ଲୋକାର୍ପିତ…