ଆଜିର ଖବର ରଣପୁର ନିର୍ବାଚନ ମଣ୍ଡଳୀରେ ବାଚସ୍ପତିଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ରଣପୁର: ନୟାଗଡ ଜ଼ିଲ୍ଲା ରଣପୁର ନିର୍ବାଚନ ମଣ୍ଡଳୀର ଲୋଧାଚୁଆ ଠାରେ ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀଙ୍କର ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମତୀ ପାଢ଼ୀ…