ଶକ୍ତିଶ୍ରୀ ସଶକ୍ତିକରଣ କାର୍ଯ୍ୟକ୍ରମ

ବାଣପୁର: ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ଵାରା ଗଠିତ ‘ଶକ୍ତିଶ୍ରୀ ସଶକ୍ତିକରଣ କାର୍ଯ୍ୟକ୍ରମ’ ଆନୁକୂଲ୍ୟରେ ଗୋଦାବରୀଶ ମହାବିଦ୍ୟାଳୟରେ ଏକ ଛ’ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…