ବିଶେଷ ଖବର ଗ୍ରୀଷ୍ମ ଋତୁରେ ପର୍ଯ୍ୟାପ୍ତ ପରିମାଣର ଶକ୍ତି ଉପଲବ୍ଧତା ସୁନିଶ୍ଚିତ କରିବାକୁ ରଣନୀତି ପ୍ରସ୍ତୁତ ନୂଆଦିଲ୍ଲୀ: ଆସନ୍ତା ଗ୍ରୀଷ୍ମ ଋତୁରେ ଶକ୍ତିର ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବାକୁ କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟ ବହୁମୁଖୀ ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ…