ଅନ୍ତରାଷ୍ଟ୍ରୀୟ ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ ନୂଆଦିଲ୍ଲୀ: ସାମ୍ପ୍ରତିକ ବିଶ୍ୱ ସଂକଟ ସମୟରେ ବିଭିନ୍ନ ଦେଶର ସରକାର ଖର୍ଚ୍ଚ ହ୍ରାସ, ଯାତ୍ରା କମାଇବା ଏବଂ ଶକ୍ତି ସଂରକ୍ଷଣ କରିବାକୁ ନିୟମିତ ଭାବେ ନାଗରିକମାନଙ୍କୁ ନିବେଦନ…