ଆଜିର ଖବର ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ଆନୁଷ୍ଠାନିକ ଆଲୋଚନା ନୂଆଦିଲ୍ଲୀ: ଉଜବେକିସ୍ତାନ ରାଷ୍ଟ୍ରୀୟ ଗସ୍ତର ଅଂଶସ୍ୱରୂପ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଜବେକିସ୍ତାନର ରାଷ୍ଟ୍ରପତି ଶଭକାତ୍ ମିର୍ଜିୟୋୟେଭଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିଛନ୍ତି। କୁକ୍ସାରୋୟ ରାଷ୍ଟ୍ରପତି ଭବନରେ ପହଞ୍ଚିବା…