ଆଞ୍ଚଳିକ ଆଧାର କାର୍ଡ ଯୋଗୁଁ ସରକାରୀ ଯୋଜନାରୁ ବଞ୍ଚିତ ବୃଦ୍ଧା, ଶଯ୍ୟାଶାୟୀ ଅବସ୍ଥାରେ ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ କୁଜଙ୍ଗ: କେନ୍ଦ୍ର ଓ ରାଜ୍ୟ ସରକାର ଅସହାୟ ମାନଙ୍କ ପାଇଁ ବିଭିନ୍ନ ସାମାଜିକ, ଅର୍ଥନୈତିକ ଓ ଜନକଲ୍ୟାଣ କାରୀ ଯୋଜନା ପ୍ରଣୟନ କରୁଛନ୍ତି। ଏଥିପାଇଁ ରାଜକୋଷରୁ କୋଟି…