ଶାଢୀ ଟାଣିବା

ନୂଆଦିଲ୍ଲୀ: ଜଣେ ମହିଳାଙ୍କୁ ଶାଢୀ ଟାଣିବା ଅଭିଯୋଗରେ ୬ ଜଣ ପୋଲିସ କର୍ମୀଙ୍କୁ ନିଲମ୍ବିତ କରାଯାଇଛି। ଉତ୍ତରପ୍ରଦେଶର ଲଖୀମପୁରୀ ଖିରୀରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।…