ଅନ୍ତରାଷ୍ଟ୍ରୀୟ ୟୁକ୍ରେନର ସାମ୍ପ୍ରତିକ ଘଟଣାକ୍ରମ ଉପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ରାଷ୍ଟ୍ରପତି ଜେଲେଁସ୍କି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁକ୍ରେନ ରାଷ୍ଟ୍ରପତି ଭୋଲଦିମିର ଜେଲେଁସ୍କିଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ରାଷ୍ଟ୍ରପତି ଜେଲେଁସ୍କି ୟୁକ୍ରେନର ସାମ୍ପ୍ରତିକ ଘଟଣାକ୍ରମ ସମ୍ପର୍କରେ…