ଆଜିର ଖବର ବହୁ ଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟାକାଣ୍ଡ ୧୧ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ୨୦୧୩ ଜାନୁଆରୀ ୨୯ ତାରିଖରେ ଗୋଷାଣୀ ନୁଆଁଗାଁରେ ଘଟିଥିବା ବହୁ ଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟାକାଣ୍ଡରେ ଅଭିଯୁକ୍ତ ମାନେ ଜେଲ୍…