ଆଜିର ଖବର ରୁଷ୍, ୟୁକ୍ରେନ ଯୁଦ୍ଧ ସମାପ୍ତି ପାଇଁ ରାଜଧାନୀରେ ନବନିର୍ମାଣ କୃଷକ ସଂଗଠନର ଶାନ୍ତି ଶୋଭାଯାତ୍ରା ଭୁବନେଶ୍ୱର: ଯୁଦ୍ଧ କମ୍ବା ହିଂସା କୌଣସି ପରିସ୍ଥିତିରେ ସମସ୍ୟାର ସମାଧାନ ନୁହେଁ । ଯୁଦ୍ଧ ଓ ହିଂସା ସବୁବେଳେ ସାରା ମାନବସମାଜ ଓ ପୃଥିବୀ ପାଇଁ ବିପଦ।…