ଆଞ୍ଚଳିକ ବାଲୁଗାଁ ମହାବିଦ୍ୟାଳୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ୧୧ତମ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ମଙ୍ଗଳବାର ଦିନ ମହାବିଦ୍ୟାଳୟର ସଭାଗୃହରେ ପାଳିତ ହୋଇଯାଇଛି।…