ଅପରାଧ ଦୁଷ୍କର୍ମ ମାମଲାରେ ଶାହନାୱାଜ ହୁସେନଙ୍କୁ ବଡ ଆଶ୍ଵସ୍ତି, କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ: ବିଜେପି ନେତା ଶାହନାୱାଜ ହୁସେନଙ୍କୁ ବଡ ଆଶ୍ଵସ୍ତି ମିଳିଛି। ସୁପ୍ରିମକୋର୍ଟ ତାଙ୍କ ବିରୋଧରେ ନିମ୍ନ ଅଦାଲତରେ ଚାଲିଥିବା କାର୍ଯ୍ୟାନୁଷ୍ଠାନ ଉପରେ ସ୍ଥଗିତ ରଖିଛନ୍ତି। ଏହି ମାମଲାରେ…