ଆଜିର ଖବର ପଠନକୋଟ ଆକ୍ରମଣର ମାଷ୍ଟରମାଇଣ୍ଡ ଶାହିଦ ଲତିଫ ନିହତ: ପାକିସ୍ତାନରେ ଗୁଳି କରି ହତ୍ୟା ନୂଆଦିଲ୍ଲୀ: ପଠାନକୋଟ ଆକ୍ରମଣ ମାଷ୍ଟରମାଇଣ୍ଡ ତଥା ବହୁ ଚର୍ଚ୍ଚିତ ଆତଙ୍କବାଦୀ ଶାହିଦ ଲତିଫକୁ ପାକିସ୍ତାନରେ ହତ୍ୟା କରାଯାଇଛି। ୨୦୧୬ ମସିହାରେ ପଞ୍ଜାବର ପଠାନକୋଟ ଏୟାରବେସରେ ଆତଙ୍କବାଦୀ ଆକ୍ରମଣ…