ବିଶେଷ ଖବର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ପୂରଣ ହେବ ସରକାରୀ ହାଇସ୍କୁଲର ସବୁ ପଦବୀ ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।…