ଜାତୀୟ ଖବର ଶିକ୍ଷକମାନଙ୍କ ପାଇଁ ଖୁସି ଖବର, ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି ନୂଆଦିଲ୍ଲୀ, କେନ୍ଦ୍ର ସରକାର ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତାକୁ 7 ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ କେନ୍ଦ୍ର…