ଅନ୍ତରାଷ୍ଟ୍ରୀୟ ଭାରତ ସହ ଶିକ୍ଷାନୁଷ୍ଠାନ ଏବଂ ଗବେଷଣାକୁ ସଦୃଢ଼ କରିବା ନେଇ ବ୍ରାଜିଲ ଶିକ୍ଷା ମନ୍ତ୍ରୀଙ୍କ ସହମତି ବାଲି: ଜି-୨୦ ଶିକ୍ଷା ମନ୍ତ୍ରୀ ମାନଙ୍କ ବୈଠକ ପୂର୍ବରୁ ଆଜି ଇଣ୍ଡୋନେସିଆର ବାଲି ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…