ଆଞ୍ଚଳିକ ଶିକ୍ଷାୟତନ ରୂପାନ୍ତରିକରଣରେ ୫-ଟି ର ଭୂମିକା ଶୀର୍ଷକ ଆଲୋଚନାଚକ୍ର କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ଶିକ୍ଷାୟତନର ରୂପାନ୍ତରିକରଣରେ ୫-ଟି ର ଭୂମିକା” ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ…