ଆଜିର ଖବର ‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ ନୂଆଦିଲ୍ଲୀ: କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଦୁଇ ଦିନିଆ ‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ନୂଆଦିଲ୍ଲୀର ପୁସାଠାରେ ଉଦଘାଟିତ ହୋଇଛି।…