ଆଜିର ଖବର ଖୋର୍ଦ୍ଧାର ନୂତନ ଉପଜିଲ୍ଲାପାଳ ଭାବେ ଯୋଗ ଦେଲେ ଯୁବ ଆଇଏଏସ ଅଧିକାରୀ ଗୌରବ ଶିବାଜୀ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ନୂତନ ଉପଜିଲ୍ଲାପାଳ ରୂପେ ଯୁବ ଆଇଏଏସ ଅଧିକାରୀ ଗୌରବ ଶିବାଜୀ ଇଶାଲୱର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀ ଈଶାଲୱର ୨୦୧୯ ବ୍ୟାଚର ଓଡିଶା…