ବିଶେଷ ଖବର ଶିଳ୍ପର ପ୍ରଗତି ସହିତ ସି.ଏସ୍.ଆର୍ ମାଧ୍ୟମରେ ସମ୍ପୃକ୍ତ ଅଞ୍ଚଳର ବିକାଶକୁ ମଧ୍ୟ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ ଭୁବନେଶ୍ଵର: ଓଡିଶା ହେଉଛି ଏକ ସମ୍ଭାବନାର ରାଜ୍ୟ। ଏଠି ସମ୍ଭାବନା ଅଛି, ସୁଯୋଗ ମଧ୍ୟ ଅଛି। ଆମ ପାଖରେ ଖଣିଜ ସମ୍ପଦ ଭରପୁର ଅଛି। ତେଣୁ ନିର୍ମାଣର…