ଶିଳ୍ପ ନିବେଶ ପ୍ରସ୍ତାବ

ଭୁବନେଶ୍ୱର: ଓଡ଼ିଶାରେ ୩,୮୫୫.୩୮ କୋଟି ଟଙ୍କାର ୨୨ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…