ଆଜିର ଖବର ଶିଳ୍ପ ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ସାଉଦି ଆରବରୁ ଫେରିବେ ଓଡିଆ ଯୁବକ ଭୁବନେଶ୍ଵର: ଘରକୁ ଫେରିବେ ସାଉଦି ଆରବରେ ଫସି ରହିଥିବା ଓଡ଼ିଆ ଯୁବକ ପ୍ରଳୟ ରଞ୍ଜନ ମହାପାତ୍ର। ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ…