ଅପରାଧ ହିଞ୍ଜିଳି: ଦୁର୍ଘଟଣାରେ ଶିଶୁ ପୁତ୍ରର ମୃତ୍ୟୁ, ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ କୈଳାଶ ଚନ୍ଦ୍ର ଚୌଧୁରୀ ହିଞ୍ଜିଳି: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ଶିଶୁ ପୁତ୍ରର ମୃତ୍ୟୁ ହୋଇଛି।…