ଆଜିର ଖବର ଶିଶୁ ରୋହନ କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦେଲେ ୫ ହଜାରଟଙ୍କା ରଞ୍ଜିତ୍ ପଣ୍ଡା କୁଜଙ୍ଗ: କୁଜଙ୍ଗର ବରିଷ୍ଠ ନାଗରିକ କିଶୋର ପ୍ରଧାନଙ୍କ ନାତି ତଥା ଯୁବସମାଜସେବୀ ଦେବୀପ୍ରସନ୍ନ ସରୋଜ କୁମାରଙ୍କ ୪ ବର୍ଷର ପୁତ୍ର ଦିଗଦିଜୟ(ରୋହନ) ନିଜର ସଂଚିତ…