ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଏଣିକି ଶିଶୁବାଟିକାରେ ନିଯୁକ୍ତ ହେବେ ‘ଶିଶୁ ସେବିକା’, ଜାଣନ୍ତୁ ସେମାନେ କରିବେ କଣ ଭୁବନେଶ୍ବର: ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି…