ଶୀତଲ ଦେବୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ତୀରନ୍ଦାଜିରେ ସ୍ୱର୍ଣ୍ଣ ପଦକ ଜିତିଥିବା ଶୀତଲ ଦେବୀ ଏବଂ ରାକେଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି।…