ଆଜିର ଖବର ପୁନରୁଦ୍ଧାର ହେବ ଶୁକ-ପାଇକା ନଦୀ: ପ୍ରାୟ ୪୯.୬୭ କୋଟି ଟଙ୍କାର ବ୍ୟୟ ଅଟକଳ ଅନୁମୋଦିତ ଭୁବନେଶ୍ୱର: ଜଳସେଚନ ଏବଂ ପ୍ରାକୃତିକ ଜୈବ-ପରିବେଶ ବିକାଶ କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପଭାବେ କଟକ ଜିଲ୍ଲା ଅନ୍ତର୍ଗତ ମହାନଦୀ ତେଲ୍ଟାର ଶୁକ-ପାଇକା ନଦୀର ପୁନରୁଦ୍ଧାର ହେବ। ସ୍ଥାନୀୟ…