ଆଜିର ଖବର ଜାତୀୟ ପୁରସ୍କାର ପାଇଲା ପରେ ଓଡିଆ ଚଳଚ୍ଚିତ୍ର “ପ୍ରତୀକ୍ଷା”କୁ ଶୁଭେଚ୍ଛାର ସୁଅ ଭୁବନେଶ୍ଵର: ୬୯ ତମ ଜାତୀୟ ଚଳଚ୍ଚିତ୍ର ଫେଷ୍ଟିଭାଲରେ ପୁରସ୍କୃତ ହେଲା ଓଡ଼ିଆ ଚଳଚ୍ଚିତ୍ର “ପ୍ରତୀକ୍ଷା”। ଏତେବଡ ଖୁସି ଖବର ପାଇଲା ପରେ ପ୍ରତୀକ୍ଷା ଟିମ୍ କୁ ଶୁଭେଚ୍ଛାର…