Categories
ଆଜିର ଖବର ଜାତୀୟ ଖବର

ନୂଆ ବର୍ଷରେ ଘରକୁ ଆଣନ୍ତୁ ଏହି ଜିନିଷ, ବଦଳିବ ଭାଗ୍ୟ

ନୂଆଦିଲ୍ଲୀ: ଆସନ୍ତା ନୂଆ ବର୍ଷଟି ସାରା ପୃଥିବୀ ପାଇଁ ଆଶା ଓ ସମ୍ଭାବନାର ବର୍ଷ ହେଉ। ସମସ୍ତଙ୍କ ଜୀବନର ସୁଖର ଆନନ୍ଦ ଭରି ଦେଉ। ତେବେ ନୂଆବର୍ଷଟି ଆପଣଙ୍କ ପାଇଁ ବେଶ୍‌ ଶୁଭମୟ ହୋଇପାରିବ। ଆପଣ ଯଦି କିଛି ଉପାୟ ଅବଲମ୍ବନ କରିବେ। ତେବେ ଆସନ୍ତୁ ଜାଣିବା ନୂଆବର୍ଷର କେଉଁ କେଉଁ ଜିନିଷ ଘରକୁ ଆଣିବା ଦ୍ବାରା ବର୍ଷ ସାରା ଘରେ ସୁଖ ଓ ସମୃଦ୍ଧି ଭରି ରହିବ।

ନୂତନ ବର୍ଷ ପ୍ରାରମ୍ଭରେ ନିଜ ଘରର ଉତ୍ତର ଦିଗରେ ଯଦି ଆମେ ଶୁଆର ଫଟୋ ବା ମୂର୍ତ୍ତି ଲଗାଇବା ତା‘ହେଲେ ଏହା ଅତ୍ୟନ୍ତ ଶୁଭ ଫଳ ପ୍ରଦାନ କରିବ। ଏହି ଫଟୋ ଲଗାଇବା ଦ୍ବାରା ଘରେ ରହୁଥିବା ସନ୍ତାନ ସନ୍ତତିମାନେ ପାଠପଢାରେ ମନୋନିବେଶ କରିବେ। ଏହାସହିତ ପରିବାର ଲୋକଙ୍କ ଆୟୁ ବଢିବ। ଘରେ କୌଣସି ରୋଗ ରହିବ ନାହିଁ ସେହିପରି ଅଭାବ ମଧ୍ୟ ଦୂର ହେବ।

ନୂଆ ବର୍ଷ ଅବସରରେ ଯଦି ଆପଣ ଧାତୁରେ ନିର୍ମିତ କଇଁଚ ଘରକୁ ଆଣିବେ ଏହା ଅତ୍ୟନ୍ତ ଶୁଭ ହେବ। ରୂପା, ପିତ୍ତଳ କିମ୍ବା ତମ୍ବାର କଇଁଚ ଆଣି ଏହାକୁ ଉତ୍ତର ଦିଗରେରଖିବା ଆବଶ୍ୟକ। ଏହାଦ୍ବାରା ଘରେ ସୁଖ-ସୌଭାଗ୍ୟ ରହିବ।

ଯଦି ଆପଣ ଧନ ସମ୍ବନ୍ଧୀୟ ସମସ୍ୟାରେ ପୀଡିତ ଅଛନ୍ତି ତେବେ ନୂଆ ବର୍ଷ ଅବସରରେ ନିଜ ଘରକୁ ମୋତି ଶଙ୍ଖ ଆଣନ୍ତୁ। ଏହି ଶଙ୍ଖକୁ ବିଧି ବିଧାନ ସହିତ ପୂଜା କରି ନିଜ ଆଲମାରୀ କିମ୍ବା ଅଫିସ୍‌ରେ ରଖନ୍ତୁ। ଏହା ଦ୍ବାରା ଆର୍ଥିକ ସଂକଟ ଦୂର ହେବା ସହିତ ଆମଦାନୀର ସ୍ତ୍ରୋତ ବଢିବ।

ଯଦି ଆପଣଙ୍କ କାମ ହେଉ ହେଉ ବିଗିଡି ଯାଉଛି, ଆପଣଙ୍କ ଭାଗ୍ୟ ଆପଣଙ୍କୁ ସାଥ୍‌ ଦେଉନାହିଁ ତେବେ ଆପଣ ନୂଆ ବର୍ଷରେ ଘରକୁ ମୟୂର ଚନ୍ଦ୍ରିକା ବା ପର ଆଣନ୍ତୁ। ଏହା ଅତ୍ୟନ୍ତ ଶୁଭ ଓ ଚମତ୍କାରୀ। ଏହା ଭାଗ୍ୟକୁ ଚମକାଇଥାଏ। କିନ୍ତୁ ଧ୍ୟାନ ରଖନ୍ତୁ ଆପଣ ମୟୂର ପରର ଗୋଚ୍ଛା ଆଣିବେ ନାହିଁ କେବଳ ଗୋଟିଏ 3ଟି ମୟୂର ପର ଆଣିବେ।

ଯଦି ଘରେ କୌଣସି ସମସ୍ୟା ସଦାସର୍ବଦା ରହୁଛି, ତେବେ ଆପଣ ପଦ୍ମବୀଜ ମାଳା ଆଣନ୍ତୁ। ଏହା ମାଳା ଧନ ପ୍ରାପ୍ତି କରାଇଥାଏ। ଏହା ଲକ୍ଷ୍ମୀଙ୍କର ଅତି ପ୍ରିୟ ହୋଇଥାଏ। ଏହାକୁପୂଜା ଘରେ ରଖି ନିଜ ଇଷ୍ଟଦେବୀଙ୍କ ସ୍ମରଣ କରିବା ଦ୍ବାରା ଘରୁ ଦୁଃଖ ଦୂର ହୋଇଥାଏ। ଏହା ସହିତ ଆଗାମୀ ସମୟରେ ଆସିବାକୁ ଥିବା ସମସ୍ତ ବିପତ୍ତିରୁ ମଧ୍ୟ ରକ୍ଷା ମିଳିଥାଏ।

Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ

ସ୍ବପ୍ନରେ ଜୀବ-ଜନ୍ତୁଙ୍କୁ ଦେଖିଲେ ମିଳିଥାଏ ଶୁଭ ଫଳ, ଜାଣନ୍ତୁ କ’ଣ ଦେଖିଲେ ପ୍ରାପ୍ତ ହୁଏ ଧନ

ସ୍ବପ୍ନ ଶାସ୍ତ୍ର: ଜୀବନର ଆଇନା ହେଉଛି ସ୍ବପ୍ନ। ସ୍ବପ୍ନ ଶାସ୍ତ୍ର ପୂରାପୂରି ସ୍ବପ୍ନ ଉପରେ ଆଧାରିତ। ଏହି ଶାସ୍ତ୍ରରେ ସ୍ବପ୍ନ ବିଷୟରେ ଲେଖାଯାଇଛି। ତେବେ ଆସନ୍ତୁ ଜାଣିବା ସ୍ବପ୍ନରେ ଜୀବଜନ୍ତୁଙ୍କୁ ଦେଖିବା ଶୁଭ ନା ଅଶୁଭ। ମାନ୍ୟତା ଅନୁସାରେ ସ୍ବପ୍ନରେ କିଛି ଜୀବଜନ୍ତୁଙ୍କୁ ଦେଖିଲେ ଖାସ୍‌ ଯୋଗ ହୋଇଥାଏ।

ଗାଈ: ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ ଗାଈ ଦେଖିବା ବହୁତ ଶୁଭ ହୋଇଥାଏ। କୁହାଯାଏ ସ୍ବପ୍ନରେ ଗାଈକୁ ଦେଖିଲେ ଭାଗ୍ୟ ଖୋଲିଥାଏ। ଗାଈ ଅର୍ଥାତ୍‌ ଗୋମାତାଙ୍କଠାରେ ୩୩ କୋଟି ଦେବୀଦେବତା ବାସ କରିଥା’ନ୍ତି। ଗାଈଙ୍କୁ ସ୍ବପ୍ନରେ ଦେଖିବା ଅର୍ଥ ଈଶ୍ବରଙ୍କ କୃପା ମିଳିଥାଏ।

ହାତୀ: ହାତୀକୁ ଐଶ୍ବର୍ଯ୍ୟର ପ୍ରତୀକ ରୂପେ ମନାଯାଏ। ଯଦି ସ୍ବପ୍ନରେ କେହି ହାତୀ ଦେଖନ୍ତି, ତେବେ ଏହା ଅତ୍ୟନ୍ତ ଶୁଭ ଫଳ ଦେଇଥାଏ। ହାତୀ ସ୍ବପ୍ନରେ ଦେଖିଥିବା ବ୍ୟକ୍ତିଙ୍କୁ ଜୀବନରେ ଉନ୍ନତି ମିଳିଥାଏ। ସୁଖ ସମୃଦ୍ଧି ପ୍ରାପ୍ତ ହୋଇଙଥାଏ। କୁହାଯାଏ ହାତୀ ସ୍ବପ୍ନ ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ହାତୀର ପ୍ରତିମା ଅର୍ପଣ କରିବା ଆବଶ୍ୟକ।

ପେଚା: ସ୍ବପ୍ନରେ ପେଚା ଦେଖିବା ଅତ୍ୟନ୍ତ ଶୁଭ। ପେଚା ମା’ ଲକ୍ଷ୍ମୀଙ୍କର ବାହନ। ପେଚା ଦେଖିବା ଦ୍ବାରା ଧନ-ଧାନ୍ୟ ମିଳିଥାଏ। ମା’ ଲକ୍ଷ୍ମୀଙ୍କ କୃପା ବନି ରହିଥାଏ। ସ୍ବପ୍ନରେ ପେଚା ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ଲାଲ ବସ୍ତ୍ର ଅର୍ପଣ କରିବା ବହୁତ ଶୁଭ ହୋଇଥାଏ।

କାଳ ନାଗ: ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ କଳା ନାଗ ଦେଖିବା ଶୁଭ ସଂକେତ। ଏହା ଦ୍ବାରା ଆପଣଙ୍କ ଯଶ ସମ୍ମାନ ବୃଦ୍ଧି ହୋଇଥାଏ। ମାନ-ସମ୍ମାନ ବଢିଥାଏ। ମନୋସ୍କାମନା ଜଲ୍‌ଦି ପୂର୍ଣ୍ଣ ହେବ ବୋଲି ଏହା ଦର୍ଶାଇଥାଏ।

ଠେକୁଆ: ସ୍ବପ୍ନରେ ଠେକୁଆକୁ ଦେଖିବା ଅତ୍ୟନ୍ତ ଶୁଭ। ଏହା ଦ୍ବାରା ଜୀବନରେ ପ୍ରେମ ବଢିଥାଏ। ନିଜ ଜୀବନସାଥୀ ସହିତ ସମ୍ପର୍କ ମଜବୁତ୍‌ ହୋଇଥାଏ। ଏତଦ୍‌ବ୍ୟତୀତ କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିଥାଏ।

ଝିଟିପିଟି: ସ୍ବପ୍ନରେ ଝିଟିପିଟି ଦେଖିବା ଅତ୍ୟନ୍ତ ଶୁଭ। କୁହାଯାଏ ଝିଟିପିଟିକୁ ସ୍ବପ୍ନରେ ଦେଖିବା ଦ୍ବାରା ଆପଣଙ୍କୁ ଅଚାନକ ଧନ ପ୍ରାପ୍ତି ହୋଇଥାଏ। ଏହା ସହିତ ଋଣ ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କଦଳୀ ଖାଇବାକୁ ଯେମିତି, ଦେହ ପାଇଁ ମଧ୍ୟ ସେମିତି; ଜାଣନ୍ତୁ କଦଳୀରେ କେଉଁ ରୋଗ ଭଲ ହୁଏ

ସ୍ୱାସ୍ଥ୍ୟ ଟିପ୍ସ: କଦଳୀ ହେଉଛି ଏକ ଶୁଭ ଫଳ। ଏହାକୁ ବିଭିନ୍ନ ପୂଜାପାର୍ବଣରେ ବ୍ୟବହାର କରାଯାଇଥାଏ। ଏହାର ଗଛ ମଧ୍ୟ ପୂଜାରେ ବ୍ୟବହାର କରାଯାଏ। କଦଳୀ ଫଳ ଠାରୁ ଆରମ୍ଭ କରି ପତ୍ର ଏବଂ ଏହାର ମଞ୍ଜା ମଧ୍ୟ ବ୍ୟବହାର ହୁଏ। ତେବେ କଦଳୀ ଦ୍ବାରା ଅନେକ ରୋଗ ଭଲ ହୋଇଥାଏ। ଜାଣନ୍ତୁ  କଦଳୀ ଖାଇଲେ କେଉଁ ପ୍ରକାରର ଉପକାରରେ ଆସେ..

୧- ପାଚିଲା କଦଳୀ ଡାଇରିଆ ଏବଂ ଆଜମା ରୋଗୀଙ୍କ ପାଇଁ ବେଶ ଉପାଦେୟ।

୨- ଅଧାପାଚିଲା କଦଳୀ କୋଷ୍ଠକଦ୍ଧତା କ୍ଷେତ୍ରରେ ବେଶ ସହାୟକ ହୋଇଥାଏ।

୩- କଦଳୀ ଚକଟାରେ ଅଳ୍ପ ଲୁଣ ମିଶାଇ ଖାଇଲେ ଡିସେଣ୍ଟ୍ରି ରୋଗ ଭଲ ହୋଇଥାଏ।

୪- ଦୈନିକ ଗୋଟିଏ ପାଚିଲା କଦଳୀ ଖାଇବା ଦ୍ବାରା ଡାଇବେଟିସ, ହୃଦରୋଗ, ରକ୍ତଚାପ ନିୟନ୍ତ୍ରଣ ଭିତରେ ରହେ।

୫- ଯଦି ଚର୍ମ ପୋଡିଯାଇ କଳା ଦେଖାଯାଉଥାଏ ବା ମଳିନ ପଡିଯାଏ ତେବେ କଦଳୀ ମଣ୍ଡ ସେହି ସ୍ଥାନରେ ପ୍ରତିଦିନ ଲଗାଇଲେ ତାହା ଭଲ ହୋଇଥାଏ।

୬- କଦଳୀ ଖାଇବା ଦ୍ବାରା ମୁଖ କର୍କଟ ଏବଂ ଫୁସଫୁସ କର୍କଟକୁ ରୋକିବାରେ ସାହାର୍ଯ୍ୟ କରିଥାଏ।

Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ

ସ୍ବପ୍ନରେ ଜୀବ-ଜନ୍ତୁଙ୍କୁ ଦେଖିଲେ ମିଳିଥାଏ ଶୁଭ ଫଳ, ଜାଣନ୍ତୁ କ’ଣ ଦେଖିଲେ ପ୍ରାପ୍ତ ହୁଏ ଧନ

ଭୁବନେଶ୍ବର: ଜୀବନର ଆଇନା ହେଉଛି ସ୍ବପ୍ନ। ସ୍ବପ୍ନ ଶାସ୍ତ୍ର ପୂରାପୂରି ସ୍ବପ୍ନ ଉପରେ ଆଧାରିତ। ଏହି ଶାସ୍ତ୍ରରେ ସ୍ବପ୍ନ ବିଷୟରେ ଲେଖାଯାଇଛି। ତେବେ ଆସନ୍ତୁ ଜାଣିବା ସ୍ବପ୍ନରେ ଜୀବଜନ୍ତୁଙ୍କୁ ଦେଖିବା ଶୁଭ ନା ଅଶୁଭ। ମାନ୍ୟତା ଅନୁସାରେ ସ୍ବପ୍ନରେ କିଛି ଜୀବଜନ୍ତୁଙ୍କୁ ଦେଖିଲେ ଖାସ୍‌ ଯୋଗ ହୋଇଥାଏ।

ଗାଈ: ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ ଗାଈ ଦେଖିବା ବହୁତ ଶୁଭ ହୋଇଥାଏ। କୁହାଯାଏ ସ୍ବପ୍ନରେ ଗାଈକୁ ଦେଖିଲେ ଭାଗ୍ୟ ଖୋଲିଥାଏ। ଗାଈ ଅର୍ଥାତ୍‌ ଗୋମାତାଙ୍କଠାରେ ୩୩ କୋଟି ଦେବୀଦେବତା ବାସ କରିଥା’ନ୍ତି। ଗାଈଙ୍କୁ ସ୍ବପ୍ନରେ ଦେଖିବା ଅର୍ଥ ଈଶ୍ବରଙ୍କ କୃପା ମିଳିଥାଏ।

ହାତୀ: ହାତୀକୁ ଐଶ୍ବର୍ଯ୍ୟର ପ୍ରତୀକ ରୂପେ ମନାଯାଏ। ଯଦି ସ୍ବପ୍ନରେ କେହି ହାତୀ ଦେଖନ୍ତି, ତେବେ ଏହା ଅତ୍ୟନ୍ତ ଶୁଭ ଫଳ ଦେଇଥାଏ। ହାତୀ ସ୍ବପ୍ନରେ ଦେଖିଥିବା ବ୍ୟକ୍ତିଙ୍କୁ ଜୀବନରେ ଉନ୍ନତି ମିଳିଥାଏ। ସୁଖ ସମୃଦ୍ଧି ପ୍ରାପ୍ତ ହୋଇଙଥାଏ। କୁହାଯାଏ ହାତୀ ସ୍ବପ୍ନ ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ହାତୀର ପ୍ରତିମା ଅର୍ପଣ କରିବା ଆବଶ୍ୟକ।

ପେଚା: ସ୍ବପ୍ନରେ ପେଚା ଦେଖିବା ଅତ୍ୟନ୍ତ ଶୁଭ। ପେଚା ମା’ ଲକ୍ଷ୍ମୀଙ୍କର ବାହନ। ପେଚା ଦେଖିବା ଦ୍ବାରା ଧନ-ଧାନ୍ୟ ମିଳିଥାଏ। ମା’ ଲକ୍ଷ୍ମୀଙ୍କ କୃପା ବନି ରହିଥାଏ। ସ୍ବପ୍ନରେ ପେଚା ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ଲାଲ ବସ୍ତ୍ର ଅର୍ପଣ କରିବା ବହୁତ ଶୁଭ ହୋଇଥାଏ।

କାଳ ନାଗ: ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ କଳା ନାଗ ଦେଖିବା ଶୁଭ ସଂକେତ। ଏହା ଦ୍ବାରା ଆପଣଙ୍କ ଯଶ ସମ୍ମାନ ବୃଦ୍ଧି ହୋଇଥାଏ। ମାନ-ସମ୍ମାନ ବଢିଥାଏ। ମନୋସ୍କାମନା ଜଲ୍‌ଦି ପୂର୍ଣ୍ଣ ହେବ ବୋଲି ଏହା ଦର୍ଶାଇଥାଏ।

ଠେକୁଆ: ସ୍ବପ୍ନରେ ଠେକୁଆକୁ ଦେଖିବା ଅତ୍ୟନ୍ତ ଶୁଭ। ଏହା ଦ୍ବାରା ଜୀବନରେ ପ୍ରେମ ବଢିଥାଏ। ନିଜ ଜୀବନସାଥୀ ସହିତ ସମ୍ପର୍କ ମଜବୁତ୍‌ ହୋଇଥାଏ। ଏତଦ୍‌ବ୍ୟତୀତ କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିଥାଏ।

ଝିଟିପିଟି: ସ୍ବପ୍ନରେ ଝିଟିପିଟି ଦେଖିବା ଅତ୍ୟନ୍ତ ଶୁଭ। କୁହାଯାଏ ଝିଟିପିଟିକୁ ସ୍ବପ୍ନରେ ଦେଖିବା ଦ୍ବାରା ଆପଣଙ୍କୁ ଅଚାନକ ଧନ ପ୍ରାପ୍ତି ହୋଇଥାଏ। ଏହା ସହିତ ଋଣ ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ।

Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ ଧର୍ମ

ସ୍ବପ୍ନରେ ଦେଖୁଛନ୍ତି କି ଏହିସବୁ ଜିନିଷ, ଜାଣନ୍ତୁ କ’ଣ ଦେଖିଲେ ହୋଇଥାଏ ଧନଲାଭ

ଆଜିର ଖବର ସ୍ବାସ୍ଥ୍ୟ

କଦଳୀ ଖାଇବାକୁ ଯେମିତି, ଦେହ ପାଇଁ ମଧ୍ୟ ସେମିତି; ଜାଣନ୍ତୁ ଏଥିରେ କେଉଁ ରୋଗ ଭଲ ହୁଏ

ସ୍ୱାସ୍ଥ୍ୟ ଟିପ୍ସ: କଦଳୀ ହେଉଛି ଏକ ଶୁଭ ଫଳ। ଏହାକୁ ବିଭିନ୍ନ ପୂଜାପାର୍ବଣରେ ବ୍ୟବହାର କରାଯାଇଥାଏ। ଏହାର ଗଛ ମଧ୍ୟ ପୂଜାରେ ବ୍ୟବହାର କରାଯାଏ। କଦଳୀ ଫଳ ଠାରୁ ଆରମ୍ଭ କରି ପତ୍ର ଏବଂ ଏହାର ମଞ୍ଜା ମଧ୍ୟ ବ୍ୟବହାର ହୁଏ। ତେବେ କଦଳୀ ଦ୍ବାରା ଅନେକ ରୋଗ ଭଲ ହୋଇଥାଏ। ଜାଣନ୍ତୁ  କଦଳୀ ଖାଇଲେ କେଉଁ ପ୍ରକାରର ଉପକାରରେ ଆସେ..

୧- ପାଚିଲା କଦଳୀ ଡାଇରିଆ ଏବଂ ଆଜମା ରୋଗୀଙ୍କ ପାଇଁ ବେଶ ଉପାଦେୟ।

୨- ଅଧାପାଚିଲା କଦଳୀ କୋଷ୍ଠକଦ୍ଧତା କ୍ଷେତ୍ରରେ ବେଶ ସହାୟକ ହୋଇଥାଏ।

୩- କଦଳୀ ଚକଟାରେ ଅଳ୍ପ ଲୁଣ ମିଶାଇ ଖାଇଲେ ଡିସେଣ୍ଟ୍ରି ରୋଗ ଭଲ ହୋଇଥାଏ।

୪- ଦୈନିକ ଗୋଟିଏ ପାଚିଲା କଦଳୀ ଖାଇବା ଦ୍ବାରା ଡାଇବେଟିସ, ହୃଦରୋଗ, ରକ୍ତଚାପ ନିୟନ୍ତ୍ରଣ ଭିତରେ ରହେ।

୫- ଯଦି ଚର୍ମ ପୋଡିଯାଇ କଳା ଦେଖାଯାଉଥାଏ ବା ମଳିନ ପଡିଯାଏ ତେବେ କଦଳୀ ମଣ୍ଡ ସେହି ସ୍ଥାନରେ ପ୍ରତିଦିନ ଲଗାଇଲେ ତାହା ଭଲ ହୋଇଥାଏ।

୬- କଦଳୀ ଖାଇବା ଦ୍ବାରା ମୁଖ କର୍କଟ ଏବଂ ଫୁସଫୁସ କର୍କଟକୁ ରୋକିବାରେ ସାହାର୍ଯ୍ୟ କରିଥାଏ।

Categories
ଆଜିର ଖବର ଜୀବନ ଶୈଳୀ ଧର୍ମ ସଂସ୍କୃତି

ନୂଆବର୍ଷର ଘରକୁ ଆଣନ୍ତୁ ଏହିସବୁ ଜିନିଷ, ମିଳିବ ଶୁଭ ଫଳ

ନୂଆଦିଲ୍ଲୀ: ବିଶ୍ବ ମହମାରୀ କୋଭିଡ୍‌ କାରଣରୁ ୨୦୨୧ ବର୍ଷଟି ଆମ ସମସ୍ତଙ୍କୁ ପାଇଁ ସବୁଠୁ ଖରାପ ବର୍ଷ ଭାବେ କଟିଛି। ଅନେକ ଧନଜୀବନ ହାନି କରିଛି ଏହି ବର୍ଷ। ଲୋକେ ଚାକିରି ନ ପାଇ ରାସ୍ତା ଉପରକୁ ଆସିଛନ୍ତି। କରୋନା କାଳରେ ଦଶନ୍ଧିବର ସବୁଠୁ ଭୟର ବାତାବରଣ ଦେଖିଛି ଏ ପୃଥିବୀ। ଆଜିଠୁ ନୂଆବର୍ଷ ଆରମ୍ଭ ହୋଇଛି। ଚଳିତ ବର୍ଷଟି ସାରା ପୃଥିବୀ ପାଇଁ ଆଶା ଓ ସମ୍ଭାବନାର ବର୍ଷ ହେଉ। ସମସ୍ତଙ୍କ ଜୀବନର ସୁଖର ଆନନ୍ଦ ଭରି ଦେଉ। ତେବେ ନୂଆବର୍ଷଟି ଆପଣଙ୍କ ପାଇଁ ବେଶ୍‌ ଶୁଭମୟ ହୋଇପାରିବ। ଆପଣ ଯଦି କିଛି ଉପାୟ ଅବଲମ୍ବନ କରିବେ। ତେବେ ଆସନ୍ତୁ ଜାଣିବା ନୂଆବର୍ଷର କେଉଁ କେଉଁ ଜିନିଷ ଘରକୁ ଆଣିବା ଦ୍ବାରା ବର୍ଷ ସାରା ଘରେ ସୁଖ ଓ ସମୃଦ୍ଧି ଭରି ରହିବ।

ନୂତନ ବର୍ଷ ପ୍ରାରମ୍ଭରେ ନିଜ ଘରର ଉତ୍ତର ଦିଗରେ ଯଦି ଆମେ ଶୁଆର ଫଟୋ ବା ମୂର୍ତ୍ତି ଲଗାଇବା ତା‘ହେଲେ ଏହା ଅତ୍ୟନ୍ତ ଶୁଭ ଫଳ ପ୍ରଦାନ କରିବ। ଏହି ଫଟୋ ଲଗାଇବା ଦ୍ବାରା ଘରେ ରହୁଥିବା ସନ୍ତାନ ସନ୍ତତିମାନେ ପାଠପଢାରେ ମନୋନିବେଶ କରିବେ। ଏହାସହିତ ପରିବାର ଲୋକଙ୍କ ଆୟୁ ବଢବ। ଘରେ କୌଣସି ରୋଗ ରହିବ ନାହିଁ ସେହିପରି ଅଭାବ ମଧ୍ୟ ଦୂର ହେବ।

ନୂଆ ବର୍ଷ ଅବସରରେ ଯଦି ଆପଣ ଧାତୁରେ ନିର୍ମିତ କଇଁଚ ଘରକୁ ଆଣିବେ ଏହା ଅତ୍ୟନ୍ତ ଶୁଭ ହେବ। ରୂପା, ପିତ୍ତଳ କିମ୍ବା ତମ୍ବାର କଇଁଚ ଆଣି ଏହାକୁ ଉତ୍ତର ଦିଗରେରଖିବା ଆବଶ୍ୟକ। ଏହାଦ୍ବାରା ଘରେ ସୁଖ-ସୌଭାଗ୍ୟ ରହିବ।

ଯଦି ଆପଣ ଧନ ସମ୍ବନ୍ଧୀୟ ସମସ୍ୟାରେ ପୀଡିତ ଅଛନ୍ତି ତେବେ ନୂଆ ବର୍ଷ ଅବସରରେ ନିଜ ଘରକୁ ମୋତି ଶଙ୍ଖ ଆଣନ୍ତୁ। ଏହି ଶଙ୍ଖକୁ ବିଧି ବିଧାନ ସହିତ ପୂଜା କରି ନିଜ ଆଲମାରୀ କିମ୍ବା ଅଫିସ୍‌ରେ ରଖନ୍ତୁ। ଏହା ଦ୍ବାରା ଆର୍ଥିକ ସଂକଟ ଦୂର ହେବା ସହିତ ଆମଦାନୀର ସ୍ତ୍ରୋତ ବଢିବ।

ଯଦି ଆପଣଙ୍କ କାମ ହେଉ ହେଉ ବିଗିଡି ଯାଉଛି, ଆପଣଙ୍କ ଭାଗ୍ୟ ଆପଣଙ୍କୁ ସାଥ୍‌ ଦେଉନାହିଁ ତେବେ ଆପଣ ନୂଆ ବର୍ଷରେ ଘରକୁ ମୟୂର ଚନ୍ଦ୍ରିକା ବା ପର ଆଣନ୍ତୁ। ଏହା ଅତ୍ୟନ୍ତ ଶୁଭ ଓ ଚମତ୍କାରୀ। ଏହା ଭାଗ୍ୟକୁ ଚମକାଇଥାଏ। କିନ୍ତୁ ଧ୍ୟାନ ରଖନ୍ତୁ ଆପଣ ମୟୂର ପରର ଗୋଚ୍ଛା ଆଣିବେ ନାହିଁ କେବଳ ଗୋଟିଏ 3ଟି ମୟୂର ପର ଆଣିବେ।

ଯଦି ଘରେ କୌଣସି ସମସ୍ୟା ସଦାସର୍ବଦା ରହୁଛି, ତେବେ ଆପଣ ପଦ୍ମବୀଜ ମାଳା ଆଣନ୍ତୁ। ଏହା ମାଳା ଧନ ପ୍ରାପ୍ତି କରାଇଥାଏ। ଏହା ଲକ୍ଷ୍ମୀଙ୍କର ଅତି ପ୍ରିୟ ହୋଇଥାଏ। ଏହାକୁପୂଜା ଘରେ ରଖି ନିଜ ଇଷ୍ଟଦେବୀଙ୍କ ସ୍ମରଣ କରିବା ଦ୍ବାରା ଘରୁ ଦୁଃଖ ଦୂର ହୋଇଥାଏ। ଏହା ସହିତ ଆଗାମୀ ସମୟରେ ଆସିବାକୁ ଥିବା ସମସ୍ତ ବିପତ୍ତିରୁ ମଧ୍ୟ ରକ୍ଷା ମିଳିଥାଏ।

Categories
ଜୀବନ ଶୈଳୀ ଧର୍ମ ବିଶେଷ ଖବର ସଂସ୍କୃତି

ସ୍ବପ୍ନରେ ଜୀବ-ଜନ୍ତୁଙ୍କୁ ଦେଖିଲେ ମିଳିଥାଏ ଶୁଭ ଫଳ, ଜାଣନ୍ତୁ କେଉଁ ଜୀବଜନ୍ତୁଙ୍କୁ ଦେଖିଲେ ଧନଲାଭ ହୋଇଥାଏ

ଭୁବନେଶ୍ବର: ଜୀବନର ଆଇନା ହେଉଛି ସ୍ବପ୍ନ। ସ୍ବପ୍ନ ଶାସ୍ତ୍ର ପୂରାପୂରି ସ୍ବପ୍ନ ଉପରେ ଆଧାରିତ। ଏହି ଶାସ୍ତ୍ରରେ ସ୍ବପ୍ନ ବିଷୟରେ ଲେଖାଯାଇଛି। ତେବେ ଆସନ୍ତୁ ଜାଣିବା ସ୍ବପ୍ନରେ ଜୀବଜନ୍ତୁଙ୍କୁ ଦେଖିବା ଶୁଭ ନା ଅଶୁଭ। ମାନ୍ୟତା ଅନୁସାରେ ସ୍ବପ୍ନରେ କିଛି ଜୀବଜନ୍ତୁଙ୍କୁ ଦେଖିଲେ ଖାସ୍‌ ଯୋଗ ହୋଇଥାଏ।

ଗାଈ: ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ ଗାଈ ଦେଖିବା ବହୁତ ଶୁଭ ହୋଇଥାଏ। କୁହାଯାଏ ସ୍ବପ୍ନରେ ଗାଈକୁ ଦେଖିଲେ ଭାଗ୍ୟ ଖୋଲିଥାଏ। ଗାଈ ଅର୍ଥାତ୍‌ ଗୋମାତାଙ୍କଠାରେ ୩୩ କୋଟି ଦେବୀଦେବତା ବାସ କରିଥା’ନ୍ତି। ଗାଈଙ୍କୁ ସ୍ବପ୍ନରେ ଦେଖିବା ଅର୍ଥ ଈଶ୍ବରଙ୍କ କୃପା ମିଳିଥାଏ।

ହାତୀ: ହାତୀକୁ ଐଶ୍ବର୍ଯ୍ୟର ପ୍ରତୀକ ରୂପେ ମନାଯାଏ। ଯଦି ସ୍ବପ୍ନରେ କେହି ହାତୀ ଦେଖନ୍ତି, ତେବେ ଏହା ଅତ୍ୟନ୍ତ ଶୁଭ ଫଳ ଦେଇଥାଏ। ହାତୀ ସ୍ବପ୍ନରେ ଦେଖିଥିବା ବ୍ୟକ୍ତିଙ୍କୁ ଜୀବନରେ ଉନ୍ନତି ମିଳିଥାଏ। ସୁଖ ସମୃଦ୍ଧି ପ୍ରାପ୍ତ ହୋଇଙଥାଏ। କୁହାଯାଏ ହାତୀ ସ୍ବପ୍ନ ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ହାତୀର ପ୍ରତିମା ଅର୍ପଣ କରିବା ଆବଶ୍ୟକ।

ପେଚା: ସ୍ବପ୍ନରେ ପେଚା ଦେଖିବା ଅତ୍ୟନ୍ତ ଶୁଭ। ପେଚା ମା’ ଲକ୍ଷ୍ମୀଙ୍କର ବାହନ। ପେଚା ଦେଖିବା ଦ୍ବାରା ଧନ-ଧାନ୍ୟ ମିଳିଥାଏ। ମା’ ଲକ୍ଷ୍ମୀଙ୍କ କୃପା ବନି ରହିଥାଏ। ସ୍ବପ୍ନରେ ପେଚା ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ଲାଲ ବସ୍ତ୍ର ଅର୍ପଣ କରିବା ବହୁତ ଶୁଭ ହୋଇଥାଏ।

କାଳ ନାଗ: ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ କଳା ନାଗ ଦେଖିବା ଶୁଭ ସଂକେତ। ଏହା ଦ୍ବାରା ଆପଣଙ୍କ ଯଶ ସମ୍ମାନ ବୃଦ୍ଧି ହୋଇଥାଏ। ମାନ-ସମ୍ମାନ ବଢିଥାଏ। ମନୋସ୍କାମନା ଜଲ୍‌ଦି ପୂର୍ଣ୍ଣ ହେବ ବୋଲି ଏହା ଦର୍ଶାଇଥାଏ।

ଠେକୁଆ: ସ୍ବପ୍ନରେ ଠେକୁଆକୁ ଦେଖିବା ଅତ୍ୟନ୍ତ ଶୁଭ। ଏହା ଦ୍ବାରା ଜୀବନରେ ପ୍ରେମ ବଢିଥାଏ। ନିଜ ଜୀବନସାଥୀ ସହିତ ସମ୍ପର୍କ ମଜବୁତ୍‌ ହୋଇଥାଏ। ଏତଦ୍‌ବ୍ୟତୀତ କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିଥାଏ।

ଝିଟିପିଟି: ସ୍ବପ୍ନରେ ଝିଟିପିଟି ଦେଖିବା ଅତ୍ୟନ୍ତ ଶୁଭ। କୁହାଯାଏ ଝିଟିପିଟିକୁ ସ୍ବପ୍ନରେ ଦେଖିବା ଦ୍ବାରା ଆପଣଙ୍କୁ ଅଚାନକ ଧନ ପ୍ରାପ୍ତି ହୋଇଥାଏ। ଏହା ସହିତ ଋଣ ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ।

Categories
ଆଜିର ଖବର ଧର୍ମ

ନୂଆବର୍ଷର ଘରକୁ ଆଣନ୍ତୁ ଏହିସବୁ ଜିନିଷ, ମିଳିବ ଶୁଭ ଫଳ

ନୂଆଦିଲ୍ଲୀ: ବିଶ୍ବ ମହମାରୀ କୋଭିଡ୍‌ କାରଣରୁ ୨୦୨୦ ବର୍ଷଟି ଆମ ସମସ୍ତଙ୍କୁ ପାଇଁ ସବୁଠୁ ଖରାପ ବର୍ଷ ଭାବେ କଟିଛି। ଅନେକ ଧନଜୀବନ ହାନି କରିଛି ଏହି ବର୍ଷ। ଲୋକେ ଚାକିରି ନ ପାଇ ରାସ୍ତା ଉପରକୁ ଆସିଛନ୍ତି। କରୋନା କାଳରେ ଦଶନ୍ଧିବର ସବୁଠୁ ଭୟର ବାତାବରଣ ଦେଖିଛି ଏ ପୃଥିବୀ। ଆଉ ଦୁଇ ଦିନ ପରେ ୨୦୨୦ ବର୍ଷ ବିଦାୟ ନେବ। ନୂଆବର୍ଷ ଆସିବ। ଆସନ୍ତା ବର୍ଷଟି ସାରା ପୃଥିବୀ ପାଇଁ ଆଶା ଓ ସମ୍ଭାବନାର ବର୍ଷ ହେଉ। ସମସ୍ତଙ୍କ ଜୀବନର ସୁଖର ଆନନ୍ଦ ଭରି ଦେଉ। ତେବେ ନୂଆବର୍ଷଟି ଆପଣଙ୍କ ପାଇଁ ବେଶ୍‌ ଶୁଭମୟ ହୋଇପାରିବ। ଆପଣ ଯଦି କିଛି ଉପାୟ ଅବଲମ୍ବନ କରିବେ। ତେବେ ଆସନ୍ତୁ ଜାଣିବା ନୂଆବର୍ଷର କେଉଁ କେଉଁ ଜିନିଷ ଘରକୁ ଆଣିବା ଦ୍ବାରା ବର୍ଷ ସାରା ଘରେ ସୁଖ ଓ ସମୃଦ୍ଧି ଭରି ରହିବ।

ନୂତନ ବର୍ଷ ପ୍ରାରମ୍ଭରେ ନିଜ ଘରର ଉତ୍ତର ଦିଗରେ ଯଦି ଆମେ ଶୁଆର ଫଟୋ ବା ମୂର୍ତ୍ତି ଲଗାଇବା ତା‘ହେଲେ ଏହା ଅତ୍ୟନ୍ତ ଶୁଭ ଫଳ ପ୍ରଦାନ କରିବ। ଏହି ଫଟୋ ଲଗାଇବା ଦ୍ବାରା ଘରେ ରହୁଥିବା ସନ୍ତାନ ସନ୍ତତିମାନେ ପାଠପଢାରେ ମନୋନିବେଶ କରିବେ। ଏହାସହିତ ପରିବାର ଲୋକଙ୍କ ଆୟୁ ବଢବ। ଘରେ କୌଣସି ରୋଗ ରହିବ ନାହିଁ ସେହିପରି ଅଭାବ ମଧ୍ୟ ଦୂର ହେବ।

ନୂଆ ବର୍ଷ ଅବସରରେ ଯଦି ଆପଣ ଧାତୁରେ ନିର୍ମିତ କଇଁଚ ଘରକୁ ଆଣିବେ ଏହା ଅତ୍ୟନ୍ତ ଶୁଭ ହେବ। ରୂପା, ପିତ୍ତଳ କିମ୍ବା ତମ୍ବାର କଇଁଚ ଆଣି ଏହାକୁ ଉତ୍ତର ଦିଗରେରଖିବା ଆବଶ୍ୟକ। ଏହାଦ୍ବାରା ଘରେ ସୁଖ-ସୌଭାଗ୍ୟ ରହିବ।

ଯଦି ଆପଣ ଧନ ସମ୍ବନ୍ଧୀୟ ସମସ୍ୟାରେ ପୀଡିତ ଅଛନ୍ତି ତେବେ ନୂଆ ବର୍ଷ ଅବସରରେ ନିଜ ଘରକୁ ମୋତି ଶଙ୍ଖ ଆଣନ୍ତୁ। ଏହି ଶଙ୍ଖକୁ ବିଧି ବିଧାନ ସହିତ ପୂଜା କରି ନିଜ ଆଲମାରୀ କିମ୍ବା ଅଫିସ୍‌ରେ ରଖନ୍ତୁ। ଏହା ଦ୍ବାରା ଆର୍ଥିକ ସଂକଟ ଦୂର ହେବା ସହିତ ଆମଦାନୀର ସ୍ତ୍ରୋତ ବଢିବ।

ଯଦି ଆପଣଙ୍କ କାମ ହେଉ ହେଉ ବିଗିଡି ଯାଉଛି, ଆପଣଙ୍କ ଭାଗ୍ୟ ଆପଣଙ୍କୁ ସାଥ୍‌ ଦେଉନାହିଁ ତେବେ ଆପଣ ନୂଆ ବର୍ଷରେ ଘରକୁ ମୟୂର ଚନ୍ଦ୍ରିକା ବା ପର ଆଣନ୍ତୁ। ଏହା ଅତ୍ୟନ୍ତ ଶୁଭ ଓ ଚମତ୍କାରୀ। ଏହା ଭାଗ୍ୟକୁ ଚମକାଇଥାଏ। କିନ୍ତୁ ଧ୍ୟାନ ରଖନ୍ତୁ ଆପଣ ମୟୂର ପରର ଗୋଚ୍ଛା ଆଣିବେ ନାହିଁ କେବଳ ଗୋଟିଏ 3ଟି ମୟୂର ପର ଆଣିବେ।

ଯଦି ଘରେ କୌଣସି ସମସ୍ୟା ସଦାସର୍ବଦା ରହୁଛି, ତେବେ ଆପଣ ପଦ୍ମବୀଜ ମାଳା ଆଣନ୍ତୁ। ଏହା ମାଳା ଧନ ପ୍ରାପ୍ତି କରାଇଥାଏ। ଏହା ଲକ୍ଷ୍ମୀଙ୍କର ଅତି ପ୍ରିୟ ହୋଇଥାଏ। ଏହାକୁପୂଜା ଘରେ ରଖି ନିଜ ଇଷ୍ଟଦେବୀଙ୍କ ସ୍ମରଣ କରିବା ଦ୍ବାରା ଘରୁ ଦୁଃଖ ଦୂର ହୋଇଥାଏ। ଏହା ସହିତ ଆଗାମୀ ସମୟରେ ଆସିବାକୁ ଥିବା ସମସ୍ତ ବିପତ୍ତିରୁ ମଧ୍ୟ ରକ୍ଷା ମିଳିଥାଏ।

Categories
ଆଜିର ଖବର ଜୀବନ ଶୈଳୀ ଧର୍ମ

ନୂଆବର୍ଷର ପ୍ରଥମ ସପ୍ତାହରେ ଶୁକ୍ର କରିବେ ରାଶି ପରିବର୍ତ୍ତନ, ଏହି ପାଞ୍ଚୋଟି ରାଶିକୁ ମିଳିବ ଶୁଭ ଫଳ

ଭୁବନେଶ୍ବର: ନୂଆବର୍ଷର ପ୍ରଥମ ସପ୍ତାହରେ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବେ। ଜାନୁଆରୀ ଚାରି ତାରିଖରେ ଶୁକ୍ର ଗ୍ରହ ଧନୁ ରାଶିରେ ସକାଳ ୫ଟା ୧୬ ମିନିଟ୍‌ ସମୟରେ ଗୋଚର ରହିବେ। ଜ୍ୟୋତିଷଶାସ୍ତ୍ର ଅନୁସରେ ଏହି ସମୟରେ ଶୁକ୍ର ଗ୍ରହ ଉଚ୍ଚ ରାଶିରେ ଗୋର ଶୁଭ ଫଳ ପ୍ରଦାନ କରିବେ। ଯଦି ଆପଣଙ୍କ ଭାଗ୍ୟରେ ଶୁକ୍ର ଅଶୁଭ ଅବସ୍ଥାରେ ରହିଛନ୍ତି ତେବେ ଆପଣଙ୍କ ଦାମ୍ପତ୍ୟ ଜୀବନ ଓ ପ୍ରେମ ସମ୍ବନ୍ଧରେ ମଧ୍ୟ ବହୁ ଅସୁବିଧାର ସାମ୍ନା କରିବାକୁ ପଡିବ। ତେବେ ଶୁକ୍ର ରାଶି ପରିବର୍ତ୍ତନ କରିବା ପରେ କେଉଁ ରାଶି ବାଲା ଲାଭ ମିଳବ ଆସନ୍ତୁ ଜାଣିବା

ମେଷ: ଏହି ଗୋଚର ମେଷ ରାଶିଙ୍କ ପାଇଁ ଶୁଭ ପରିଣାମ ଆଣିବ। ଶୁକ୍ର ଏହି ରାଶିର ଲୋକଙ୍କ ପାଇଁ ଅସୀମିତ ଲାଭ ଦେବ। ଏହି ରାଶିର ଲୋକମାନଙ୍କର ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଆମଦାନୀ ବଢିବ। ତେବେ ନିବେଶ କରିବା ସମୟରେ ଟିକିଏ ଭାବିଚିନ୍ତି କରିବା ଆବଶ୍ୟକ।

ମିଥୁନ: ଏହି ରାଶିର ବ୍ୟକ୍ତିମାନଙ୍କ ପରିବାରରେ ଶାନ୍ତି ରହିବ। ପରିବାରରେ ଖୁସି ଆସିବ। ନୂତନ ଯାନବାହନ କ୍ରୟ ନେଇ ଇଚ୍ଛା ପ୍ରକାଶ କରିବେ। ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂତନ ଚାକିରି ଲାଭଦାୟକ ହେବ। ବିଶେଷ କାର୍ଯ୍ୟ ପାଇଁ ଯାତ୍ରା ଫଳପ୍ରଦ ରହିବ।

ମକର: ଶିକ୍ଷା କ୍ଷେତ୍ର ପାଇଁ ଏହା ଗୋଚର ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସମ୍ପୂର୍ଣ୍ଣ ସହଯୋଗ ମିଳିବ। ପ୍ରମୋସନ ମିଳିବାର ସୁଯୋଗ ରହିଛି। ଆପଣ ବହୁତ ରୋମାଣ୍ଟିକ୍‌ ରହିବେ। ଯଦି ଆପଣ ବିବାହିତ ହୋଇଥିବେ ତେବେ ଆପଣଙ୍କ ସମୟ ବେଶ୍‌ ଭଲରେ ରହିବ।

ଧନୁ: ଏହି ରାଶିର ବ୍ୟକ୍ତିଙ୍କ ଜୀବନରେ ଖୁସି ଭରି ରହିବ। ଘରେ କୌଣସି ପ୍ରକାରର ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ନୂତନ ଘର କ୍ରୟ ଅଥବା ଗୃହ ପ୍ରବେଶ ନେଇ ସୁଯୋଗ ହେବ। ମନପସନ୍ଦର ଯାନ କ୍ରୟ କରିପାରିବେ। ସମାଜରେ ମାନସମ୍ମାନ ବଢିବ।

କୁମ୍ଭ: ଏହି ଗୋଚର ସମୟରେ ଏହି ରାଶିର ବ୍ୟକ୍ତିମାନଙ୍କର ଭାଗ୍ୟ ପୂରା ସାଥ୍‌ ହଦେବ। ଧନ ସଞ୍ଚୟରେ ସଫଳତା ମିଳିବ। ପିତାଙ୍କ ଧନ ମିଳିବାର ମଧ୍ୟ ସୁଯୋଗ ରହିବ। ଯାନ ବାହନ କିମ୍ବା ସମ୍ପତ୍ତି କ୍ରୟ କରିବା ନେଇ ସୁଯୋଗ ସୃଷ୍ଟି ହେବ।