ଆଜିର ଖବର ଏପ୍ରିଲ ୧ ରୁ ୭ ତାରିଖ ପର୍ଯ୍ୟନ୍ତ “ଶୂନ ମୃତାହତ ସପ୍ତାହ” ପାଳନ: ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ଭୁବନେଶ୍ୱର: ରାଜ୍ୟରେ ସଡ଼କ ଦୁର୍ଘଟଣା ଜନିତ ମୃତାହତ ସଂଖ୍ୟାକୁ ଶୂନ କରିବା ଉଦ୍ଦେଶ୍ୟରେ ସଚେତନତାକୁ ବ୍ୟାପକ କରିବା ପାଇଁ ରାଜ୍ୟ ସରକାର ଆଜି ଠାରୁ ୭ ତାରିଖ…